ଆଜି ପ୍ରକାଶ ପାଇବ +୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ

0
1

ଭୁବନେଶ୍ୱର:ଆଜି ପ୍ରକାଶ ପାଇବ +୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ । ସୂଚନା ରହିଛି ଯେ ଅପରାହ୍ନ ୩ଟାରେ ପୁସ୍ତିକା ଉନ୍ମୋଚନ କରିବେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଦୁଇଟି ୱେସାଇଟରେ ଉପଲବ୍ଧ ହେବ ରେଜଲ୍ଟ । chse.odisha.nic.in, odisharesults.nic.in ଏହି ୱେବସାଟରେ +୨ ରେଜଲ୍ଟ ଉପଲବ୍ଧ ହେବ । ଚଳିତ ବର୍ଷ କଳାରେ ୨ଲକ୍ଷ ୩୫ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ବାଣିଜ୍ୟରେ ୨୭ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୮ହଜାର ଛାତ୍ରଛାତ୍ରୀ ଧନ୍ଦାମୂଳକ ଶିକ୍ଷାରେ ପରୀକ୍ଷା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here