ପ୍ରଧାନମନ୍ତ୍ରୀଙ୍କୁ ଟେଲିଫୋନ କରି ଅଭିନନ୍ଦନ ଜଣାଇଲେ ନବୀନ

0
313

 

ଭୁବନେଶ୍ୱର: ଗୁଜରାତ ଓ ହିମାଚଳ ପ୍ରଦେଶରେ ବିଜେପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ପଟ୍ଟନାୟକ ଟ୍ୱିଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ଶ୍ରୀ ପଟ୍ଟନାୟକ ଏହି ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀଙ୍କ ସହ ଟେଲିଫାନ ଯୋଗେ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି

LEAVE A REPLY

Please enter your comment!
Please enter your name here