ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦୁର୍ଘଟଣାରେ ଆହତ

0
87

ଜଗତସିଂହପୁର:ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଓ ତାଙ୍କ ସାଙ୍ଗ ଆହତ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲା ମାଛଗାଁ ରାସ୍ତାର ସଦେଇପୁର ଛକ ନିକଟରେ ୧୦୮ ଆମ୍ବୁଲାନ୍ସକୁ କାର୍‌ ଧକ୍କା ଦେବା ଫଳରେ ଏକ ଦୁର୍ଘଟଣା ଘଟିଛି।

ଚିକିତ୍ସା ପାଇଁ ବିଜୟଙ୍କୁ ପ୍ରଥମେ ଜଗତସିଂହପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।  ପରେ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି।

LEAVE A REPLY

Please enter your comment!
Please enter your name here