ପ୍ରାକ୍‌ ନିର୍ବାଚନୀ ହିଂସା: ବିଜେବି କଲେଜରେ ୨ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ୫ ଆହତ

0
100

ଭୁବନେଶ୍ୱର: ଆଗକୁ ନିର୍ବାଚନ। ଏହା ପୂର୍ବରୁ  ବିଜେବି କଲେଜରେ ଉତ୍ତେଜନା ଦେଖିବାକୁ ମିଳିଛି। ୨ ଛାତ୍ର ଗୋଷ୍ଠୀ ସୋମବାର ସକାଳେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଗୋଷ୍ଠୀର ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଚିକିତ୍ସା ପାଇଁ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଲେଜରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ ହୋଇଛନ୍ତି। ଏ ନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି

LEAVE A REPLY

Please enter your comment!
Please enter your name here