ଫିଲ୍ମ ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ

0
960

କଟକ : ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଯୋଜକ ସୁବାସ ରାଉତଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। କଟକ ଛତ୍ରବଜାରସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଲୋକପ୍ରିୟ ଚଳଚ୍ଚିତ୍ର ସୁନାପଞ୍ଜୁରୀ, ସନ୍ତାନ, ଲକ୍ଷ୍ମଣରେଖା ଆଦି ସିନେମାର ସେ ପ୍ରଯୋଜକ ଥିଲେ। ତାଙ୍କ ମୃତ୍ୟୁରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।

LEAVE A REPLY

Please enter your comment!
Please enter your name here