ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଖୋର୍ଦ୍ଧା ସଦର ଥାନ ଅନ୍ତର୍ଗତ ଓସିସି ଛକ ନିକଟରେ କେତେକ ଦୁର୍ବୃତ୍ତ ଏକ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁୁକ ଲଗାଇ ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳର ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ବିଭିନ୍ନ ରାସ୍ତା ବ୍ଲକିଂ କରି ଦୁର୍ବୃତ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।