ମେଣ୍ଟ ସରକାର ଥିବା ସମୟରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ପ୍ରଦାନ ନେଇ ବିଜେପି ପ୍ରତିଶ୍ରୁତି ଦେଇଥିଲା, ଏବେ ଶୁଣୁନି:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
59

ଭୁବନେଶ୍ୱର: ବିଜେପି-ବିଜେଡି ମେଣ୍ଟ ଭାଙ୍ଗିଯିବା ପରେ କେନ୍ଦ୍ର ସରକାର ଓଡ଼ିଶାର ଦାବି ଶୁଣୁନାହାନ୍ତି । ବିଜେପି ସହ ମେଣ୍ଟ ଥିବା ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ଏବେ ଶୁଣୁନ।ହିଁ । ଏପରି ଆଜି କହିଛନ୍ତି ଖୋଦ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଗ।ମୀ ନିର୍ବାଚନରେ ବିଜେପି ଏହାର ପରିମ।ଣ ଭୋଗିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ଭୁବନେଶ୍ୱରର ଲକ୍ଷ୍ମୀସାଗର ଅଞ୍ଚଳରେ ଚାଲିଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରା ଅବସରରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି ।

LEAVE A REPLY

Please enter your comment!
Please enter your name here