ଇସ୍ତଫା ଦେଲେ କୋରାପୁଟ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ

0
101

ଭୁବନେଶ୍ୱର: କଂଗ୍ରେସର କୋରାପୁଟ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ଆଜି ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି ।ତେବେ ବାଚସ୍ପତି ପ୍ରଦୀପ କୁମାର ଅମାତଙ୍କୁ ଭେଟି ଶ୍ରୀ ସଗରିଆ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିବା ସୂଚନା ମିଳିଛି । ତେବେ ଇସ୍ତଫା ପତ୍ର ପ୍ରଦାନ ପରେ ଗଣମାଧ୍ୟମକୁ ନିଜ ପ୍ରତିକ୍ରିୟା ଦେଇ ଶ୍ରୀ ସଗରିଆ କହିଛନ୍ତି ସେ କଂଗ୍ରେସ ସହ ଅଛନ୍ତି , ଆଉ ରହିବେ ମଧ୍ୟ ।ସଗରିଆ ପୂର୍ବରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ । କୁନ୍ଦୁଲି ପୀଡ଼ିତାଙ୍କୁ ନ୍ୟାୟ ନମିଳିବା ପ୍ରତିବାଦରେ ସେ ଇସ୍ତଫା ଦେବାକୁ ଘୋଷଣା କରିଥିଲେ ।

LEAVE A REPLY

Please enter your comment!
Please enter your name here