ମହିଳାଙ୍କ ପ।ଇଁ ୩୩% ସ୍ଥାନ ସଂରକ୍ଷଣ ବିଲ ଆଣିବ।କୁ ମୋଦୀ ଙ୍କୁ ଚିଠି ଲେଖିଲେ ନବୀନ

0
38

ଭୁବନେଶ୍ୱର: ମହିଳାଙ୍କୁ ସଶକ୍ତିକରଣ କରିବାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ। ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭାଗୁଡିକରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ସ୍ଥାନ ସଂରକ୍ଷଣ ହେଉ। ଏହାକୁ ଆଇନରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନିଅନ୍ତୁ। ଏଥିପାଇଁ ଓଡ଼ିଶା ସରକାରଙ୍କ ପୂର୍ଣ୍ଣ ସମର୍ଥନ ରହିବ । ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନରେ ମହିଳାଙ୍କ ଲାଗି ଏକ ତୃତୀୟାଂଶ ଆସନ ସଂରକ୍ଷିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚିଠି ଲେଖିଛନ୍ତି । ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୦ ଜନ୍ମଜୟନ୍ତୀରେ ଏହା ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କହିଛନ୍ତି।

LEAVE A REPLY

Please enter your comment!
Please enter your name here