ଆସନ୍ତାକାଲି ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିବ ନା ନାହିଁ ଜିଲ୍ଲାପାଳ ନେବେ ନିଷ୍ପତ୍ତି

0
82

ଭୁବନେଶ୍ୱର :  ଆସନ୍ତାକାଲି ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିବ ନା ନାହିଁ, ସେ ସମ୍ପର୍କରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ। ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନର ଆସନ୍ତାକାଲି ଦ୍ୱିତୀୟ ଦିନ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ଆଜି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ତେବେ ଆସନ୍ତାକାଲି ଜିଲ୍ଲାପାଳମାନେ ସ୍ଥାନୀୟ ଅଞ୍ଚଳର ସ୍ଥିତିକୁ ଦେଖି ନିଷ୍ପତ୍ତି ନେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here