ବିଜେପିରେ ମିଶିଲେ ସୋନ।ଲି

0
400

ଭୁବନେଶ୍ୱର,:  ଆଜି ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ କଂଗ୍ରେସ ନେତ୍ରୀ ତଥା ପ୍ରବକ୍ତା ସୋନାଲି ସାହୁ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ବିଜେପି ନେତାଙ୍କ ଉପସ୍ଥିତିରେ ସୋନାଲି ପଦ୍ମ ଧରିଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ସୋନାଲି ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେଇଥିଲେ ।

LEAVE A REPLY

Please enter your comment!
Please enter your name here