ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

0
26

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ। ଦିନ ୧ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୨ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here