ଏହି ଜ଼ିଲ୍ଲା ଗୁଡିକରେ ଆଜି ବର୍ଷା ଓ ବଜ୍ରପାତ ସମ୍ଭାବନା

0
15

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ମୟୂରଭଞ୍ଜ ଓ ଭଦ୍ରକ। ଦିନ ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୧ଟି ଜିଲ୍ଲାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here