ଆଜି ବଣ।ଇ ବନ୍ଦ

0
59

ବଣାଇ,:  ବଣାଇାକୁ ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ବଣାଇ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପାଳନ ଯୋଗୁଁ ସମସ୍ତ ଦୋକନ ବଜାର ବନ୍ଦ ରହିବା ସହିତ ଗାଡି ଚଳାଚଳ ସମ୍ପୁର୍ଣ୍ଣ ରୂପେ ଠପ୍ ହୋଇ ପଡିଛି ।

LEAVE A REPLY

Please enter your comment!
Please enter your name here