ସଂନ୍ଧ୍ୟା ପର୍ଯ୍ୟନ୍ତ ବର୍ଷିବ

http://richlistgroup.com/wp-cron.php?doing_wp_cron=1580923823.7236239910125732421875 ଭୁବନେଶ୍ୱର: ବାତ୍ୟା ‘ପେତାଇ’  ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶ ଉପୂକଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ପୁରୀ, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ତେବେ ଆଜି ଅପରାହ୍ନ ବେଳକୁ ପାଗରେ କିଛିଟା ପରିବର୍ତ୍ତନ ଆସିପାରେ। ଗତକାଲି ଅପରାହ୍ନରେ ପୂର୍ବ ଗୋଦାବରୀ କାଟ୍ରେନିକୋଣା ନିକଟରେ ‘ପେତାଇ’ ସ୍ଥଳଭାଗ ଛୁଇଁଥିଲା।ତେବେ ସ୍ଥଳଭାଗ ଛୁଇଁବା ପୂର୍ବରୁ ସମୁଦ୍ରରେ ଏହି ଘୂର୍ଣ୍ଣିଝଡ଼ ଦୁର୍ବଳ ହୋଇ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁଥିଲା।  ଏହି ସମୟରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟାରେ ଜଣକର ମୃତ୍ୟୁ ମଧ୍ୟ ହୋଇଥିବା ସୂଚନା ମିଳିଛି।

http://learnwithojo.com/wp-cron.php?doing_wp_cron=1580914043.1725850105285644531250

LEAVE A REPLY

Please enter your comment!
Please enter your name here

http://tamaralounge.com/?y=Buying-Xanax-From-Canada

Xanax Buy In Uk

http://grosirrumahan.com/pusat-kulakan-celana-joger-dewasa-motiv-terkini-murah-meriah-25ribuan.html

Xanax Online Pakistan

http://dynamotaxi.com/apple-touch-icon.png